ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୁମ୍ବାଇର ବାନ୍ଦ୍ରା-ୱର୍ଲି ସି ଲିଙ୍କରେ ଦୁର୍ଘଟଣା ହେତୁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି । ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରଧାନମନ୍ତ୍ରୀ ମଧ୍ୟ ପ୍ରାର୍ଥନା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
ମୁମ୍ବାଇର ବାନ୍ଦ୍ରା-ୱର୍ଲି ସି ଲିଙ୍କରେ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖିତ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା । ମୁଁ ଆଶା କରୁଛି ଯେଉଁମାନେ ଆହତ ହୋଇଛନ୍ତି ସେମାନେ ଶୀଘ୍ର ସୁସ୍ଥ ହୋଇଯିବେ ।”
Pained by the loss of lives due to an accident on the Bandra-Worli Sea Link in Mumbai. Condolences to the bereaved families. I hope that those who have been injured have a speedy recovery: PM @narendramodi
— PMO India (@PMOIndia) October 5, 2022
HS