Search

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ମୁମ୍ବାଇ କୋଠା ଭୁଷୁଡିବା ଘଟଣାରେ ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଅନୁକମ୍ପା ରାଶି ଘୋଷଣା


ମୁମ୍ବାଇର ଘଟକୋପାର ଅଂଚଳରେ କୋଠା ଭୁଷୁଡି ପ୍ରାଣ ହରାଇଥିବା ଲୋକଙ୍କ ନିକଟତମ ସମ୍ପର୍କୀୟଙ୍କୁ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅନୁମୋଦନ କରିଛନ୍ତି ।

ଏହି ଦୁଃର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ 50 ହଜାର ଟଙ୍କାର ଅନୁକମ୍ପା ରାଶି ପ୍ରଦାନ ବିଷୟ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।

**********