Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ମୁମ୍ବାଇ ଦଳାଚକଟା ଯୋଗୁଁ ଶୋକ ପ୍ରକଟ କଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୁମ୍ବାଇ ଦଳାଚକଟାରେ ପ୍ରାଣହାନି ଯୋଗୁଁ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି, “ମୁମ୍ବାଇ ଦଳାଚକଟା ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପ୍ରତି ମୋର ଶୋକ-ସମ୍ବେଦନା । ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।

ମୁମ୍ବାଇ ଘଟଣା ଓ ପରିସ୍ଥିତି ଉପରେ ଅହରହ ଦୃଷ୍ଟି ରଖାଯାଇଛି । ରେଳବାଇ ମନ୍ତ୍ରୀ ପିୟୁଷ ଗୋଏଲ ମୁମ୍ବାଇରେ ରହି ପରିସ୍ଥିତି ଅନୁଧ୍ୟାନ କରିବା ସହିତ ସମସ୍ତ ପ୍ରକାର ସହାୟତାକୁ ସୁନିଶ୍ଚିତ କରୁଛନ୍ତି ।”