Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ମୌଲାନା ଆବୁଲ କଲାମ ଅଜାଦଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୌଲନା ଆବୁଲ କଲାମ ଆଜାଦଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

“ମୌଲାନା ଆବୁଲ କଲାମ ଆଜାଦଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି । ସ୍ଵାଧୀନତା ଆନ୍ଦୋଳନ ଏବଂ ରାଷ୍ଟ୍ର ନିର୍ମାଣରେ ତାଙ୍କ ଅବଦାନକୁ ଆମେ ସ୍ମରଣ କରୁଛୁ,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

**********