Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ରକ୍ଷା ବନ୍ଧନ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ରକ୍ଷା ବନ୍ଧନ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।

“ରକ୍ଷା ବନ୍ଧନ ଦିବସର ଏହି ସ୍ଵତନ୍ତ୍ର ଅବସରରେ ସମସ୍ତଙ୍କୁ ଶୁଭକାମନା । ରକ୍ଷା ବନ୍ଧନରେ ଅନେକ ଶୁଭକାମନା”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।