Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ରଜ ପର୍ବ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରଜ ପର୍ବ ଅବସରରେ ଶୁଭେଚ୍ଛା ଜ୍ଞାପନ କରିଛନ୍ତି

ଏକ୍ସ ରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

ରଜ ପର୍ବ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଏହି ସ୍ୱତନ୍ତ୍ର ପର୍ବ ସମାଜରେ ସୁଖ ଏବଂ ସୌହାର୍ଦ୍ଦ୍ୟର ଭାବନାକୁ ଗଭୀର କରୁ ସମସ୍ତଙ୍କୁ ସମୃଦ୍ଧି ଏବଂ ଉତ୍ତମ ସ୍ୱାସ୍ଥ୍ୟର ଆଶୀର୍ବାଦ ମିଳୁ ।

HS