Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ରତଲାମ ବସ ଦୁର୍ଘଟଣାରେ ପ୍ରାଣହାନୀ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ରତଲାମଠାରେ ବସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପ୍ରତି ଗଭୀର ଶୋକ ପ୍ରକଟ କରିଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, “ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ମୁଁ ମର୍ମାହତ । ମୃତକଙ୍କ ପରିବାରବର୍ଗଙ୍କ ପାଇଁ ସମବେଦନା ଜ୍ଞାପନ କରିଥିଲେ ।

ପ୍ରଧାନମନ୍ତ୍ରୀ ରତଲାମଠାରେ ବସ ଦୁର୍ଘଟଣାରେ ଆହତ ବ୍ୟକ୍ତିମାନଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ ।”