Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ରାଜ୍ୟ ସ୍ଥାପନା ଦିବସରେ ଝାଡଖଣ୍ଡବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


ରାଜ୍ୟ ସ୍ଥାପନା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଝାଡଖଣ୍ଡର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

“ଝାଡଖଣ୍ଡବାସୀଙ୍କୁ ସେମାନଙ୍କ ରାଜ୍ୟ ସ୍ଥାପନା ଦିବସ ଅବସରରେ ଶୁଭକାମନା । ଭଗବାନ ବିର୍ସା ମୁଣ୍ଡାଙ୍କ ଆଶୀର୍ବାଦରୁ ରାଜ୍ୟ ଆଗାମୀ ଦିନରେ ପ୍ରଗତି ଏବଂ ଯଶର ନୂତନ ସୋପାନକୁ ସ୍ପର୍ଶ କରୁ,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

***