Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ରାଜ୍ୟ ସ୍ଥାପନା ଦିବସରେ ତ୍ରିପୁରା ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


ରାଜ୍ୟ ସ୍ଥାପନା ଦିବସ ଅବସରରେ ତ୍ରିପୁରାର ଜନ ସାଧାରଣଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

“ତ୍ରିପୁରା ଗୌରବମୟ ଐତିହ୍ୟ ଏବଂ ପରିଶ୍ରମୀ ଯୁବବର୍ଗଙ୍କ ଦ୍ୱାରା ସମୃଦ୍ଧ ଏବଂ ସେମାନଙ୍କର ଅଭିଳାଷ ପୁରଣ କରିବା ପାଇଁ ଆମେ ସଂକଳ୍ପବଦ୍ଧ,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।

*******