ପିଏମଇଣ୍ଡିଆ
ରାମ ନବମୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ କହିଛନ୍ତି, “ରାମ ନବମୀର ପବିତ୍ର ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା । ଜୟ ଶ୍ରୀରାମ !”
*******
रामनवमी के पावन पर्व पर सभी देशवासियों को हार्दिक शुभकामनाएं। जय श्रीराम!
— Chowkidar Narendra Modi (@narendramodi) April 13, 2019