Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ରୋହିତ ସରଦାନାଙ୍କ ବିୟୋଗରେ ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ


ସାମ୍ବାଦିକ ରୋହିତ ସରଦାନାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

ଏକ ଟ୍ଵିଟ୍ ମାଧ୍ୟମରେ ଶ୍ରୀ ମୋଦୀ କହିଛନ୍ତି:

“ରୋହିତ ସରଦାନା ଆମକୁ ଖୁବ୍ ଶୀଘ୍ର ଛାଡି ଚାଲିଯାଇଛନ୍ତି । ଭାରତର ପ୍ରଗତି ଦିଗରେ କାର୍ଯ୍ୟ କରୁଥିବା ଏବଂ ଦୟାବାନ ରୋହିତଙ୍କୁ ଲୋକ ସର୍ବଦା ସ୍ମରଣ କରିବେ । ତାଙ୍କର ଅକାଳ ବିୟୋଗ ମିଡିଆ ଜଗତରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି । ତାଙ୍କ ପରିବାର, ବନ୍ଧୁ ଏବଂ ପ୍ରଶଂସକଙ୍କୁ ସମବେଦନା । ଓମ୍ ଶାନ୍ତି” । 

 

**********

TRP/