Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଲଣ୍ଡନ ଆତଙ୍କବାଦୀ ଆକ୍ରମଣକୁ ପ୍ରଧାନମନ୍ତ୍ରୀଙ୍କ ନିନ୍ଦା


ଲଣ୍ଡନରେ ଆତଙ୍କବାଦୀ ଆକ୍ରମଣକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୃଢ ଭାବେ ନିନ୍ଦା କରିଛନ୍ତି ।

“ଲଣ୍ଡନରେ ଆତଙ୍କବାଦୀ ଆକ୍ରମଣ ଯୋଗୁଁ ଗଭୀର ଭାବେ ମର୍ମାହତ । ଆକ୍ରମଣରେ ମୃତ ବ୍ୟକ୍ତି ଏବଂ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ମୋର ସମବେଦନା ।

ଏଭଳି ଘଡିସନ୍ଧି ମୁହୂର୍ତ୍ତରେ, ଆତଙ୍କବାଦର ମୁକାବିଲା ପାଇଁ ବ୍ରିଟେନ ସହ ଭାରତ ଏକାଠି ରହିଛି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

**********