Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଲାଲା ଲାଜପତ ରାଏଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


ଲାଲା ଲାଜପତ ରାଏଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

“ଲାଲା ଲାଜପତ ରାଏଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି । ତାଙ୍କ ନିର୍ଭୀକତା, ତ୍ରୁଟିଶୂନ୍ୟ ସଚ୍ଚୋଟତା ଏବଂ ଅନ୍ୟାୟ ବିରୁଦ୍ଧରେ ସଂଗ୍ରାମ ପାଇଁ ସେ ସମ୍ମାନର ପାତ୍ର ଥିଲେ”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

****