Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ଅବସରରେ ତାଙ୍କ ସ୍ମୃତି ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

“ଲୋକନାୟକ ଜୟପ୍ରକାଶ ନାରାୟଣଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ପ୍ରଣାମପୂର୍ବକ ମଥାନତ କରୁଛି । ଭାରତର ଲୋକତାନ୍ତ୍ରିକ ମୂଲ୍ୟବୋଧକୁ ସୁରକ୍ଷିତ କରିବାରେ ତାଙ୍କର ଅମୂଲ୍ୟ ଅବଦାନ ରହିଛି” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।


**********