Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଅମ୍ଳାନ ସ୍ମୃତି ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

“ପୂଜ୍ୟ ଲୋକନାୟକ ଜେପିଙ୍କୁ ତାଙ୍କ ଜୟନ୍ତୀ ଅବସରରେ ମୁଁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛି । ତାଙ୍କ ଦୁର୍ଦ୍ଦମନୀୟ ସାହସ ଏବଂ ସଚ୍ଚୋଟତା ଏବେ ମଧ୍ୟ ପ୍ରତ୍ୟେକ ଭାରତୀୟଙ୍କୁ ଅନୁପ୍ରାଣିତ କରୁଛି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

**********