Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଲୋଥାଲରେ ଜାତୀୟ ସାମୁଦ୍ରିକ ଐତିହ୍ୟ କମ୍ପେ୍ଲକ୍ସର ପ୍ରଗତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ


 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋଥାଲରେ ଜାତୀୟ ସାମୁଦ୍ରିକ ଐତିହ୍ୟ କମ୍ପେ୍ଲକ୍ସର ପ୍ରଗତି ସମୀକ୍ଷା କରିଛନ୍ତି ଶ୍ରୀ ମୋଦୀ କହିଛନ୍ତି, “ସମ୍ପୂର୍ଣ୍ଣ ହେବା ପରେ, ଏହା ବିଶ୍ୱର ସର୍ବବୃହତ ସାମୁଦ୍ରିକ ସଂଗ୍ରହାଳୟ ହେବ ଏହା ପର୍ଯ୍ୟଟନ, ଗବେଷଣା, ଶିକ୍ଷା ଏବଂ ଦକ୍ଷତା ବିକାଶର କେନ୍ଦ୍ର ଭାବରେ କାର୍ଯ୍ୟ କରିବା ସହିତ ଭାରତର ପ୍ରାଚୀନ ସାମୁଦ୍ରିକ ପରମ୍ପରାକୁ ପ୍ରଦର୍ଶିତ କରିବ ।”

ଏକ୍ସରେ ଏକ ପୋଷ୍ଟରେ ଶ୍ରୀ ମୋଦୀ କହିଛନ୍ତି;

“ଲୋଥାଲରେ ଜାତୀୟ ସାମୁଦ୍ରିକ ଐତିହ୍ୟ କମ୍ପେ୍ଲକ୍ସର ପ୍ରଗତିର ସମୀକ୍ଷା କରିଛି ସମାପ୍ତ ହେବା ପରେ, ଏହା ବିଶ୍ୱର ସର୍ବବୃହତ ସାମୁଦ୍ରିକ ସଂଗ୍ରହାଳୟ ହେବ ଏହା ପର୍ଯ୍ୟଟନ, ଗବେଷଣା, ଶିକ୍ଷା ଏବଂ ଦକ୍ଷତା ବିକାଶର କେନ୍ଦ୍ର ଭାବରେ କାର୍ଯ୍ୟ କରିବା ସହିତ ଭାରତର ପ୍ରାଚୀନ ସାମୁଦ୍ରିକ ପରମ୍ପରାକୁ ପ୍ରଦର୍ଶିତ କରିବ ।”

 

SR