Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଲୋହରୀ ଉତ୍ସବ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋହରୀ ଉତ୍ସବ ଅବସରରେ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

“ହେପି ଲୋହରୀ! ଏହି ଉତ୍ସବ ଜନସାଧାରଣଙ୍କ ଜୀବନରେ ସୁଖ, ସମୃଦ୍ଧି ଓ ଉତ୍ତମ ସ୍ୱାସ୍ଥ୍ୟ ଆଣିଦେଉ” ବୋଲି ପ୍ରଧାନମନ୍ତ୍ରୀ ଶୁଭ ମନାସିଛନ୍ତି ।

*****