Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଶହୀଦ ଭଗତ ସିଂଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


ଶହୀଦ ଭଗତ ସିଂଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

“ଶହୀଦ ଭଗତ ସିଂଙ୍କ ଜୟନ୍ତୀ ଅବସରରେ ମୁଁ ତାଙ୍କୁ ପ୍ରଣାମ ଜଣାଉଛି । ତାଙ୍କ ମହାନତା ଏବଂ ଅସୀମ ସାହସ ଭାରତର ଆଗାମୀ ପିଢିକୁ ଅନୁପ୍ରାଣିତ କରିବ,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

**********