Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଶ୍ରୀରାମ ନବମୀ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭକାମନା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀରାମ ନବମୀ ଅବସରରେ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

“ପବିତ୍ର ରାମ ନବମୀ ଅବସରରେ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭ କାମନା । ରାମ ନବମୀର ଶୁଭେଚ୍ଛା,” ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ବାର୍ତ୍ତାରେ ଜଣାଇଛନ୍ତି ।