ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ଅଜୟ ରାୟଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।
ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସେ ଶ୍ରୀ ଅଜୟ ରାୟଙ୍କ ଅସୁସ୍ଥତାର ଖବର ପାଇଥିଲେ ଏବଂ ସେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି କାମନା କରିଛନ୍ତି ।
ପ୍ରଧାନମନ୍ତ୍ରୀ ‘ଏକ୍ସ ’ ରେ ପୋଷ୍ଟ କରିଛନ୍ତି:
“ଉତ୍ତର ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ଅଜୟ ରାୟ ଜୀ ଅସୁସ୍ଥ ଥିବା ଖବର ପାଇଲି। ମୁଁ ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛି “
HS
उत्तर प्रदेश कांग्रेस अध्यक्ष अजय राय जी के अस्वस्थ होने का समाचार प्राप्त हुआ है। मैं उनके जल्द से जल्द स्वस्थ होने की कामना करता हूं।@kashikirai
— Narendra Modi (@narendramodi) May 1, 2026