ପିଏମଇଣ୍ଡିଆ
ଶ୍ରୀ ଅଟଳ ବିହାରୀ ବାଜପାୟୀଙ୍କୁ ତାଙ୍କ ଜୟନ୍ତୀ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି ।
“ଅଟଳଜୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧା ସୁମନ ଅର୍ପଣ କରୁଛି । ତାଙ୍କ ସ୍ୱପ୍ନର ଭାରତକୁ ସାକାର କରିବା ପାଇଁ ଆମେ ସଂକଳ୍ପବଦ୍ଧ,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।
**********
हम सबके प्रिय, पूर्व प्रधानमंत्री स्वर्गीय अटल बिहारी वाजपेयी जी को उनकी जयंती पर शत-शत नमन।
— Narendra Modi (@narendramodi) December 25, 2018
Tributes to Atal Ji on his Jayanti. We reiterate our commitment towards creating the India he dreamt of. pic.twitter.com/CnD1NtQCWp