Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭକାମନା


ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶୁଭକାମନା ଜଣାଇଛନ୍ତି ।

“ଆମର ପ୍ରିୟ ଅଟଳ ଜୀଙ୍କୁ ଜନ୍ମଦିନ ଅବସରରେ ଅଭିନନ୍ଦନ । ତାଙ୍କ ଅସାଧାରଣ ଏବଂ ଗଭୀର ଅନ୍ତର୍ଦୃଷ୍ଟି ସମ୍ପନ୍ନ ନେତୃତ୍ୱ ଭାରତକୁ ଅଧିକ ବିକଶିତ କରିବା ସହ ବିଶ୍ୱ ଦରବାରରେ ଆମର ସମ୍ମାନ ବୃଦ୍ଧି କରିବାରେ ସହାୟକ ହୋଇଥିଲା । ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।

*****