Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ସର୍ଦ୍ଦାର ପଟେଲଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


 

ସର୍ଦ୍ଦାର ପଟେଲଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଦେଶର ଏକତାର ସୂତ୍ରଧର ଲୌହମାନବ ସର୍ଦ୍ଦାର ବଲ୍ଳଭଭାଇ ପଟେଲଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶତ-ଶତ ପ୍ରଣାମ । ମହାନ ସର୍ଦ୍ଦାର ପଟେଲଙ୍କୁ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି । ଦେଶ ପାଇଁ ତାଙ୍କର ଯୋଗଦାନ ଚିର ସ୍ମରଣୀୟ,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।