Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ସାବିତ୍ରୀବାଇ ଫୁଲେଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


ସାବିତ୍ରୀବାଇ ଫୁଲେଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

“ସାବିତ୍ରୀବାଇ ଫୁଲେଙ୍କ ଜନ୍ମ ଜୟନ୍ତୀରେ ତାଙ୍କୁ ସାଦର ନମସ୍କାର । ସେ ସାମାଜିକ ଏକତା, ଶିକ୍ଷା ଏବଂ ମହିଳା ସଶକ୍ତିକରଣ ପାଇଁ ନିଜ ଜୀବନକୁ ଉତ୍ସର୍ଗୀକୃତ କରିଥିଲେ । ସାମାଜିକ ଏକତା ପ୍ରତିଷ୍ଠା ପାଇଁ ତାଙ୍କ ସଂଘର୍ଷ ଦେଶବାସୀଙ୍କୁ ସର୍ବଦା ପ୍ରେରଣା ଯୋଗାଇବ”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।