Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ସିକିମର ନାମଚିରେ ସୁଡ଼ଙ୍ଗ ଭୁଶୁଡ଼ି ପ୍ରାଣ ହରାଇଥିବା ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସିକିମର ନାମଚିରେ ଏକ ନିର୍ମାଣାଧୀନ ସୁଡ଼ଙ୍ଗ ଭୁଶୁଡ଼ି ପ୍ରାଣ ହରାଇଥିବା ଘଟଣାରେ ଆଜି ଗଭୀର ଦୁଃଖ ପ୍ରକାଶ କରିଛନ୍ତି ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି

ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ ଶ୍ରୀ ମୋଦୀ କହିଥିଲେ ଯେ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ

ଏକ୍ସ ରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ ସେୟାର କରିଛନ୍ତି:

ସିକିମର ନାମଚିରେ ଏକ ନିର୍ମାଣାଧୀନ ସୁଡ଼ଙ୍ଗ ଭୁଶୁଡ଼ି ପ୍ରାଣ ହରାଇବା ଘଟଣାରେ ମର୍ମାହତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ଗଭୀର ସମବେଦନା ଜଣାଉଛି ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ମୁଁ ପ୍ରାର୍ଥନା କରୁଛି

ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ଆହତମାନଙ୍କୁ ୫୦,୦୦୦ ଟଙ୍କା ଲେଖାଁଏ ଦିଆଯିବ @narendramodi “

HS