ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସ୍ଲୋଭେନିଆର ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବା ଶ୍ରୀ ଜାନେଜ ଜାନସାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ଏକ୍ସ ରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ସ୍ଲୋଭେନିଆର ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବାରୁ ମିଷ୍ଟର ଜାନେଜ ଜାନସାଙ୍କୁ ହାର୍ଦ୍ଦିକ ଅଭିନନ୍ଦନ। ଆମ ଲୋକମାନଙ୍କ ସହଭାଗୀ ସମୃଦ୍ଧି ଏବଂ ପାରସ୍ପରିକ ଲାଭ ପାଇଁ ଆମର ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜବୁତ କରିବା ଲାଗି ମୁଁ ତାଙ୍କ ସହିତ ଘନିଷ୍ଠ ଭାବରେ କାର୍ଯ୍ୟ କରିବାକୁ ଅପେକ୍ଷା କରିଛି।’’
HS
Heartiest congratulations to Mr. Janez Janša on his election as the Prime Minister of Slovenia. I look forward to working closely with him to further strengthen our bilateral ties for the shared prosperity and mutual benefit of our people.@JJansaSDS
— Narendra Modi (@narendramodi) May 28, 2026