ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି ।
“ସମସ୍ତ ଦେଶବାସୀଙ୍କୁ ସ୍ୱାଧୀନତା ଦିବସର ହାର୍ଦ୍ଦିକ ଶୁଭକାମନା । ଜୟ ହିନ୍ଦ!”
ମୋର ସମସ୍ତ ଦେଶବାସୀଙ୍କୁ ସ୍ୱାଧୀନତା ଦିବସର ଶୁଭେଚ୍ଛା । ଜୟ ହିନ୍ଦ” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।
**********
सभी देशवासियों को #स्वतंत्रतादिवस की हार्दिक शुभकामनाएं। जय हिंद!
— Narendra Modi (@narendramodi) August 15, 2019
Happy Independence Day to all my fellow Indians. Jai Hind!