ପିଏମଇଣ୍ଡିଆ
ସ୍ୱାସ୍ଥ୍ୟ ଏବଂ ଔଷଧ କ୍ଷେତ୍ରରେ ଭାରତ ଓ ଇଟାଲୀ ମଧ୍ୟରେ ସହଯୋଗ ପାଇଁ ସ୍ୱାକ୍ଷରିତ ବୁଝାମଣା(ଏମଓୟୁ)କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ପିଛିଲା ଭାବେ ମଞ୍ଜୁରି ମିଳିଛି । ଏହି ଏମଓୟୁ ନଭେମ୍ବର 29, 2017ରେ ନୂଆଦିଲ୍ଲୀଠାରେ ସ୍ୱାକ୍ଷରିତ ହୋଇଥିଲା ।
ଏମଓୟୁରେ ନିମ୍ନଲିଖିତ କ୍ଷେତ୍ରରେ ସହଯୋଗ ପାଇଁ ବ୍ୟବସ୍ଥା ରହିଛି-
ଏହି ଏମଓୟୁର କାର୍ଯ୍ୟାନ୍ୱୟନ ଅନୁଧ୍ୟାନ କରିବା ଏବଂ ବୁଝାମଣର ଅନ୍ୟ ବିବରଣୀ ପାଇଁ ଏକ ମିଳିତ କାର୍ଯ୍ୟକାରୀ ଗୋଷ୍ଠୀ ଗଠନ କରାଯିବ ।
**********