ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ସ୍ୱାସ୍ଥ୍ୟ ଏବଂ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ସହଯୋଗ ଲାଗି ଭାରତ ଓ ଉଜବେକିସ୍ତାନ ମଧ୍ୟରେ ଚୁକ୍ତିକୁ ମଞ୍ଜୁର କରିଛନ୍ତି ।
ଏହି ଚୁକ୍ତିରେ ନିମ୍ନୋକ୍ତ କ୍ଷେତ୍ରରେ ସହଯୋଗ ପାଇଁ ବ୍ୟବସ୍ଥା ରହିଛି :
ସହଯୋଗର ବିସ୍ତୃତ ବିବରଣୀ ପ୍ରସ୍ତୁତ କରିବା ଏବଂ ଚୁକ୍ତି କାର୍ଯ୍ୟକାରୀତା ଅନୁଧ୍ୟାନ ଲାଗି ଏକ ମିଳିତ କାର୍ଯ୍ୟଗୋଷ୍ଠୀ ଗଠନ କରାଯିବ ।