Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ହନୁମାନ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହନୁମାନ ଜୟନ୍ତୀ ଅବସରରେ ଜନସାଧାରଣଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି, “ଆପଣ ସମସ୍ତଙ୍କୁ ପବିତ୍ର ହନୁମାନ ଜୟନ୍ତୀର ହାର୍ଦ୍ଦିକ ଶୁଭକାମନା । ସବୁ ଲୋକଙ୍କୁ ଏହି ପବିତ୍ର ହନୁମାନ ଜୟନ୍ତୀରେ ଶୁଭେଚ୍ଛା” ।  

 

**********