Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ହିମାଚଳ ପ୍ରଦେଶ ବସ ଦୁର୍ଘଟଣାର ମୃତାହତଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଅନୁକମ୍ପା ରାଶି ଘୋଷଣା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହିମାଚଳ ପ୍ରଦେଶର ସିମଳା ନିକଟରେ ଘଟିଥିବା ବସ ଦୁର୍ଘଟଣାର ମୃତାହତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ସହାୟତା ଘୋଷଣା କରିଛନ୍ତି । ମୃତକଙ୍କ ନିକଟତମ ବ୍ୟକ୍ତିଙ୍କୁ 2 ଲକ୍ଷ ଟଙ୍କା ଏବଂ ଗୁରୁତର ଭାବେ ଆହତ ବ୍ୟକ୍ତିଙ୍କ ପାଇଁ 50 ହଜାର ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।