Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ହୋଲି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ହୋଲି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

“ସମସ୍ତଙ୍କୁ ହୋଲି ପର୍ବର ଶୁଭକାମନା । ରଙ୍ଗର ପର୍ବ ହୋଲିରେ ଅଭିନନ୍ଦନ । ଏହି ପର୍ବ ସମସ୍ତଙ୍କ ମନରେ ଆନନ୍ଦ ଓ ଉଲ୍ଲାସ ଭରିଦେଉ,” ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।

*****