ପିଏମଇଣ୍ଡିଆ
ଉତ୍ସାହ, ଆନନ୍ଦ ଓ ରଙ୍ଗର ପର୍ବ ହୋଲି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । “ଏହି ଉତ୍ସବ ସମସ୍ତଙ୍କ ଜୀବନରେ ଖୁସି ଭରିଦେଉ”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।
**********
रंग, उमंग और आनंद के त्योहार होली की आप सभी को बहुत-बहुत बधाई। यह पर्व सभी देशवासियों के जीवन में खुशियों लेकर आए। pic.twitter.com/xfrfdNaduX
— Narendra Modi (@narendramodi) March 10, 2020