Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ହୋଲି ପର୍ବରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହୋଲି ଅବସରରେ ଜନସାଧାରଣଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।

“ପବିତ୍ର ହୋଲି ପର୍ବରେ ସବୁ ଦେଶବାସୀଙ୍କୁ ଅନେକ ଅନେକ ଶୁଭ କାମନା । ସମସ୍ତଙ୍କୁ ସୁଖଦ ହୋଲିର ଶୁଭେଚ୍ଛା” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।  

 

**********