ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁରୋପୀୟ ପରିଷଦର ପରବର୍ତ୍ତୀ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଥିବାରୁ ମହାମହିମ ଆଣ୍ଟୋନିଓ କୋଷ୍ଟାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ୟୁରୋପୀୟ ପରିଷଦର ପରବର୍ତ୍ତୀ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଥିବାରୁ ମୋର ବନ୍ଧୁ @antoniolscostaଙ୍କୁ ଅଭିନନ୍ଦନ । ଭାରତ-ୟୁରୋପୀୟ ସଂଘ ରଣନୈତିକ ଭାଗିଦାରୀକୁ ଅଧିକ ଉପରକୁ ନେବା ପାଇଁ ମୁଁ ଆପଣଙ୍କ ସହିତ ଘନିଷ୍ଠ ଭାବରେ କାର୍ଯ୍ୟ କରିବାକୁ ଉତ୍ସୁକ।
*****
NS/SLP
Congratulations to my friend @antoniolscosta on being elected as the next President of the European Council. I look forward to working closely with you to advance the India-EU Strategic Partnership to greater heights.
— Narendra Modi (@narendramodi) June 28, 2024