ପିଏମଇଣ୍ଡିଆ
ଆର୍ଥିକ ବର୍ଷର ପ୍ରଥମ ତ୍ରୟମାସିକରେ ମୋଟ ଘରୋଇ ଉତ୍ପାଦ (ଜିଡିପି) ଅଭିବୃଦ୍ଧି ହାର ୭.୮% ହାସଲ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶକୁ ଅଭିନନ୍ଦନ ଜଣାଇଛନ୍ତି। ଏକ ଭିଡିଓ ବାର୍ତ୍ତା ସେୟାର କରି ପ୍ରଧାନମନ୍ତ୍ରୀ ଦୃଢ଼ ଆର୍ଥିକ ସଂଖ୍ୟା ଉପରେ ଆଲୋକପାତ କରି ଗୁରୁତ୍ୱାରୋପ କରିଥିଲେ ଯେ ଏହି ପରିସଂଖ୍ୟାନ ବୃଦ୍ଧି ପାଉଥିବା ଆର୍ଥିକ ଆତ୍ମବିଶ୍ୱାସକୁ ପ୍ରତିଫଳିତ କରୁଛି।
ଏକ୍ସ ଉପରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ ସେୟାର କରିଛନ୍ତି:
“୭.୮% ଅଭିବୃଦ୍ଧି।
ମଜବୁତ ସଂଖ୍ୟା।
ଆହୁରି ଅଧିକ ଆତ୍ମବିଶ୍ୱାସ “
HS
7.8% growth.
— Narendra Modi (@narendramodi) September 1, 2026
Strong numbers.
Even stronger confidence. pic.twitter.com/ZVPpnAXrVU