ପ୍ରଗତି ଏବଂ ଏକତାର ମିଳିତ ଦୃଷ୍ଟିକୋଣକୁ ଆଗେଇ ନେବା ପାଇଁ ରାଷ୍ଟ୍ରମାନଙ୍କୁ ଏକଜୁଟ କରୁଥିବା ଐତିହାସିକ ଜି-20 ଶିଖର ସମ୍ମିଳନୀ ଆୟୋଜନ କରିଥିବାରୁ ମୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଉଛି । ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ ।