ଏହି ଆଶାଠାରୁ ଅଧିକ ବଜେଟ୍ ପାଇଁ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଏବଂ ମାନ୍ୟବର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣଙ୍କ ପ୍ରତି କୃତଜ୍ଞତା।