ପିଏମଇଣ୍ଡିଆ
କାନପୁର କୋଠା ଭୁଷୁଡିବା ଘଟଣାରେ ହୋଇଥିବା ଜୀବନହାନୀ ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି ।
ପ୍ରଧାନମନ୍ତ୍ରୀ ସ୍ୱାସ୍ଥ୍ୟ ସୁରକ୍ଷା ଯୋଜନା (PMSSY) ଅଧୀନରେ ଉତ୍ତରପ୍ରଦେଶର ଗୋରଖପୁରଠାରେ ଏକ ନୂଆ ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ) ସ୍ଥାପନ ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କେବିନେଟ ବୈଠକରେ ଅନୁମୋଦନ କରାଯାଇଛି । ଏଥିପାଇଁ ...