ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କେବିନେଟ ବୈଠକରେ ଏହି ମଞ୍ଜୁରି ମିଳିଛି । 2006 ଜୁଲାଇ 07 ତାରିଖ ଦିନ ଦୁଇ ଦେଶ ମଧ୍ୟରେ ପ୍ରିଟୋରିଆଠାରେ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଥିଲା ।
ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପର୍ଯ୍ୟଟନ କ୍ଷେତ୍ରରେ ସହଯୋଗ ବୃଦ୍ଧି ନିମନ୍ତେ ସ୍ୱାକ୍ଷରିତ ବୁଝାମଣାପତ୍ରକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର (10.08.2016) ଅନୁଷ୍ଠିତ କେନ୍ଦ୍ର କେବିନେଟ ମଞ୍ଜୁରି ପ୍ରଦାନ କରିଛନ୍ତି ।