ପିଏମଇଣ୍ଡିଆ
ବିହାର ଓ ପଞ୍ଜାବରେ ମର୍ମନ୍ତୁଦ ବସ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମର୍ମାହତ ହୋଇଛନ୍ତି । ଏହି ଦୁର୍ଘଟଣାରେ ମୃତାହତଙ୍କ ଖବର ନେଇ ପ୍ରଧାନମନ୍ତ୍ରୀ ସେମାନଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ।
ଭୀଷଣ ବନ୍ୟା ପ୍ରଭାବିତ ଉତ୍ତର ପ୍ରଦେଶ, ବିହାର, ଉତ୍ତରାଖଣ୍ଡ, ରାଜସ୍ଥାନ ଏବଂ ମଧ୍ୟପ୍ରଦେଶରେ ଉଦ୍ଧାର ଓ ସହାୟତା କାର୍ଯ୍ୟରେ ପୂର୍ଣ୍ଣ ସହଯୋଗ କରିବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଶ୍ୱାସନା ଦେଇଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରରେ ସିଆରପିଏଫ୍ କର୍ମଚାରୀଙ୍କ ପ୍ରାଣ ହାନି ଘଟଣାରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ପ୍ରଧାନମନ୍ତ୍ରୀ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ଏହି ଦୁଃଖଦ ମୁହୂର୍ତ୍ତରେ ଶହୀଦ ସିଆରପିଏଫ୍ କର୍ମୀଙ୍କ ପରିବାର ପ୍ରତି ...