ପିଏମଇଣ୍ଡିଆ
ବିଜ୍ଞାନ କ୍ଷେତ୍ରରେ ବଳିଷ୍ଠ ଯୋଗଦାନ ପାଇଁ ସାର୍ ସିଭି ରମଣଙ୍କୁ ସ୍ମରଣ କଲେ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ବିଜ୍ଞାନ ଦିବସ ଅବସରରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶର ବୈଜ୍ଞାନିକମାନଙ୍କୁ ଶୁଭକାମନା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ତଟରକ୍ଷା ବାହିନୀର ପ୍ରତିଷ୍ଠା ଦିବସରେ ସେମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ବସନ୍ତ ପଞ୍ଚମୀ ଅବସରରେ ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରୀୟ ବିପର୍ଯ୍ୟୟ ପ୍ରଶମନ ବାହିନୀ (NDRF) ର ଦ୍ୱାଦଶ ଗଠନ ଦିବସରେ ଶୁଭକାମନା ଜଣାଇଛନ୍ତି ।
ଓନମ ଅବସରରେ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ପବିତ୍ର ଇଦ-ଉଲ-ଜୁହା ପର୍ବ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜନସାଧାରଣଙ୍କୁ ଶୁଭକାମନା ଜଣାଇଛନ୍ତି ।
ଜନ୍ମାଷ୍ଟମୀ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।
ରିଓ ଅଲମ୍ପିକ୍ସ ମହିଳା ବେଡମିଣ୍ଟନରେ ରୌପ୍ୟ ପଦକ ବିଜୟ ପାଇଁ ପି. ଭି. ସିନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।
ରିଓ ଅଲିମ୍ପିକ୍ସ ମହିଳା ସିଙ୍ଗଲ୍ସ ବେଡମିଣ୍ଟନ ସେମି-ଫାଇନାଲରେ ବିଜୟ ପାଇଁ ଭାରତୀୟ ଖେଳାଳୀ ପି.ଭି.ସିନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।
ରକ୍ଷା ବନ୍ଧନ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।“ରକ୍ଷା ବନ୍ଧନ ଦିବସର ଏହି ସ୍ଵତନ୍ତ୍ର ଅବସରରେ ସମସ୍ତଙ୍କୁ ଶୁଭକାମନା । ରକ୍ଷା ବନ୍ଧନରେ ଅନେକ ଶୁଭକାମନା”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।