ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମ ବାର୍ଷିକୀ ଅବସରରେ ତାଙ୍କୁ ଶ୍ରଦ୍ଧାଞଳି ଅର୍ପଣ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କାର୍ଗିଲ ବିଜୟ ଦିବସ ଅବସରରେ ଭାରତ ପାଇଁ ଲଢ଼େଇ କରିଥିବା ବୀର ସୈନିକମାନଙ୍କ ସ୍ମୃତି ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ମହାନ ଭାରତୀୟ ବିପ୍ଳବୀ ଚନ୍ଦ୍ର ଶେଖର ଆଜାଦଙ୍କୁ ତାଙ୍କ ଜନ୍ମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋକମାନ୍ୟ ବାଲ ଗଙ୍ଗାଧର ତିଲକଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । “ମହାମାନ୍ୟ ବାଲ ଗଙ୍ଗାଧର ତିଲକ ସ୍ଵାଧୀନତା ସଂଗ୍ରାମରେ ଝାସ ଦେବା ଲାଗି ଦେଶବାସୀଙ୍କୁ ପ୍ରେରଣା ଯୋଗାଇଥିଲେ ।